BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର, ଶୈଳଶ୍ରୀବିହାର ଠାରେ ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୦ଟି ଦଳ ଭାଗ ନେଇଥିଲେ । ସେମାନଙ୍କୁ ଏ, ବି ଓ ସି ତିନୋଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଥିଲା । ତିନି ଦିନରେ ମୋଟ ୩୬ଟି ମ୍ୟାଚ ଖେଳା ଯାଇଥିଲା । ଫାଇନାଲ୍ ମ୍ୟାଚରେ ବି କୁ ହରାଇ ଏ ଗ୍ରୁପ୍ ଚମ୍ପିୟାନ ହୋଇଥିଲା । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡ. ସୋଭନ୍ କୁମାର ରଥ ଯୋଗଦେଇ ଚମ୍ପିୟାନ ଏ ଗ୍ରୁପ୍ ଓ ରନର୍ସ ଅଫ୍ ବି ଗ୍ରୁପ୍‌କୁ ଟ୍ରଫି ପ୍ରଦାନ କରିଥିଲେ । ଟୁର୍ଣ୍ଣାମେଣ୍ଟକୁ ସୁଶିଲ ପଣ୍ଡା, ଦିଲ୍ଲୀପ ନାୟକ, ପ୍ରଦୀପ ସ୍ୱାଇଁ, ସରୋଜ ମହାରଣା, ପ୍ରତାପ ସ୍ୱାଇଁ, ରଜତ ମହାନ୍ତି, ଅନୀଲ ପ୍ରସାଦ, ଆଶୁତୋଷ ଓ ସୁବ୍ରତ ପରିଚାଳନା କରିଥିଲେ ।