BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଅଷ୍ଟମ ଟୋଙ୍ଗ- ଇଲ୍‌- ମୁଁ -ଡୁ ଜାତୀୟ ସ୍ତରୀୟ ଚମ୍ପିଆନ୍‌ସିପ୍‌ରେ ଓଡିଶାରୁ ୩୫ ଜଣଙ୍କ ଅଂଶଗ୍ରହଣ

ଭୁବନେଶ୍ୱର : ଟୋଙ୍ଗ-ଇଲ୍‌-ମୁଁ-ଡୁ ଫେଡେରେସନ୍ ପକ୍ଷରୁ ଅଷ୍ଟମ ଜାତୀୟ ସ୍ତରୀୟ ଟୋଙ୍ଗ-ଇଲ୍‌-ମୁଁ-ଡୁ ଚମ୍ପିଆନ୍‌ସିପ୍ ଅନୁଷ୍ଠିତ ହେବାକୁ ଯାଉଛି । ମହାରଷ୍ଟ୍ରର ଇଷ୍ଟିମେଡ୍ ଡିଭାଇନ୍ ସ୍ପୋର୍ଟସ କମ୍ପେ୍ଲକ୍ସ, ମିନତାଇ ଠାକେର୍ ଷ୍ଟାଡିୟମ, ହିରାଓାଡି, ପଞ୍ଚବାଟି ଓ ନାସିକ ଷ୍ଟାଡିୟମ ଠାରେ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଚମ୍ପିଆନ୍‌ସିପ୍‌ରେ ଓଡିଶାରୁ ୩୫ ଜଣ ପ୍ରତିଯୋଗୀ ଏବଂ ରେଫରୀ ଅଂଶଗ୍ରହଣ କରିବେ । ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରୁ ଏହି ୩୫ ଜଣ ପ୍ରତିଯୋଗୀଙ୍କ ସହିତ କୋଚ୍ ଆଶୁତୋଷ ବଳିୟାରସିଂ, ରଶ୍ମିରେଖା ମହାନ୍ତି, ରାଧାବହ୍ଲବ ରାୟ ଓ ମ୍ୟାନେଜର ଲଲାଟ କୁମାର ପରିଡା ପ୍ରମୁଖ ନାସିକ୍ ଅଭିମୁଖେ ଗ୍ରସ୍ତ କରିଛନ୍ତି । ଏହି ଅବସରରେ ଫେଡେରେସନର ସଭାପତି ରବି ନାରାୟଣ ରାଉତରାୟ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଓଡିଶା ପାଇଁ କୃତିତ୍ୱ ହାସଲ ନିମନ୍ତେ କାମନା କରିଛନ୍ତି ।