BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କ୍ରୀଡ଼ାବିତ୍‌ ପ୍ରଜ୍ଞାନ ଓଝା କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ:

ଭୁବନେଶ୍ୱର :କ୍ରୀଡ଼ାବିତ୍‌ ପ୍ରଜ୍ଞାନ ଓଝା କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିଥିଲେ। ଏହି ଅବସରରେ କ୍ରୀଡ଼ାବିତ୍‌ ଶ୍ରୀ ଓଝା କ୍ରୀଡ଼ା ଓ କ୍ରୀଡ଼ାବିତ୍‌ମାନଙ୍କର ସାମଗ୍ରିକ ବିକାଶ ସମ୍ବନ୍ଧରେ ମନ୍ତ୍ରୀ ଶ୍ରୀ ସୂରଜଙ୍କ ସହ ଆଲୋଚନା କରିଥିଲେ। ଏଥିସହ ଆମ ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ କ୍ରୀଡ଼ା ପ୍ରତିଭାର ବିକାଶ ନିମନ୍ତେ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦେକ୍ଷପ ସମ୍ବନ୍ଧରେ ମଧ୍ୟ ଆଲୋଚନା କରିଥିଲେ।

ଏହି ଅବସରରେଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ କ୍ରିକେଟ ଖେଳ ମାଧ୍ୟମରେ ଓଡ଼ିଶା ପାଇଁ ଗୌରବ ଅର୍ଜନ କରିଥିବା ଆମ ରାଜ୍ୟର ସ୍ବନାମଧନ୍ୟ ଖେଳାଳି ଶ୍ରୀ ଓଝା ଙ୍କ ସହ ଆଜି ଏକ ସୌଜନ୍ୟମୂଳକ ସାକ୍ଷାତ ହେଲା । ତାଙ୍କ ଅଭିଜ୍ଞତାକୁ ବ୍ୟବହାର କରି ରାଜ୍ୟ ତଥା ଦେଶର କ୍ରୀଡ଼ା କ୍ଷେତ୍ରରେ ସେ ନିଜର ସେବା ପ୍ରଦାନ ଜାରି ରଖିବେ ବୋଲି ଆଶା ବ୍ୟକ୍ତ କରୁଛି ।