BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଭାରତ ଠାରୁ ଶ୍ରୀଲଙ୍କା ନେବ କରୋନା ଟିକା।

କଲମ୍ବୋ,୨୭।୧: ଭାରତରୁ ୨ରୁ ୩ ମିଲିୟନ ଡୋଜ କରୋନା ଟିକା କିଣିବ ବୋଲି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍‌ସାଙ୍କ ପରାମର୍ଶଦାତା ଲଲିଥ ୱିରାଟୁଙ୍ଗା ସୂଚନା ଦେଇଛନ୍ତି। ସେରମ୍‌ ଇନ୍‌ଷ୍ଟିଚ୍ୟୁଟରେ ପ୍ରସ୍ତୁତ କୋଭିସିଲ୍ଡ ଟିକା କିଣିବ ପାଇଁ ଇଚ୍ଛା ପ୍ରକଟ କରିଛି। ଏଥିପୂର୍ବରୁ ଭାରତ ଉପହାର ସ୍ବରୂପ ମାଗଣାରେ ଶ୍ରୀଲଙ୍କାକୁ ଟିକା ପ୍ରଦାନ କରିଛି। ଶ୍ରୀଲଙ୍କାରେ ପ୍ରଥମେ ୨.୫ଲକ୍ଷ ଲୋକ ମୁଖ୍ୟତଃ ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀ ଏବଂ ଗୁରୁତର ରୋଗରେ ଆକ୍ରାନ୍ତ ଥିବା ବୃଦ୍ଧଙ୍କୁ ଟିକା ଦେବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି।