ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ କରିଛନ୍ତି । ସେହିପରି ସମ୍ମାନୀୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଥିଲେ । ବିଏସଏଫ, ସିଆର୍ପିଏଫ, ଏସ୍ଓଜି, ଓଏସ୍ଏଏପି, ଓଡ୍ରାଫ, ଫାୟାର, ଏସ୍ଏସବି ଓ ୩ଟି ବ୍ରାସବ୍ୟାଣ୍ଡ ଯୋଗ ଦେଇଥିଲେ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡରେ ବିଏସଏଫ ଯବାନ ପ୍ରଥମ ଥର ପାଇଁ ଭାଗ ନେଇଥିଲେ। କୋଭିଡ କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଥିଲା ।
BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”