BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୧୫ ରୁ ହେଲମେଟ ଯାଞ୍ଚ କଡାକଡି

ଭୁବନେଶ୍ବର,୮।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ହେଲମେଟ ଯାଞ୍ଚ କରାଯିବ। ଏହି ଅଭିଯାନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ସରକାରଙ୍କ ସଡକ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି ।

ତଦନୁଯାୟୀ, ବିନା ହେଲମେଟରେ ଯାତ୍ରା କରୁଥିଲେ ଚାଲାଣ କଟାଯିବା ସହ ବାଇକ ଚାଳକଙ୍କ ଲାଇସେନ୍ସକୁ ୩ ମାସ ପାଇଁ ବାତିଲ କରିଦିଆଯିବ। ସେହିଭଳି ନାବାଳକ ଗାଡି ଚାଳକ ଓ ବାଇକ୍‌ରେ ୩ ଜଣ ବସିଥିଲେ ତାଙ୍କ ଉପର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।