BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ନଦେଲେ ଦରମା ବନ୍ଦ

ଭୁବନେଶ୍ୱର : ଜାନୁୟାରୀ ଶେଷ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀ ନିଜ ସମ୍ପତ୍ତି ତାଲିକା ଦେବେ। ଏନେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଜାନୁୟାରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ ଫେବୃୟାରୀ ମାସର ଦରମା ମିଳିବ ନାହିଁ ବୋଲି ଏହି ନିର୍ଦ୍ଦେଶରେ ଉଲ୍ଲେଖ ରହିଛି। ତେବେ ସମ୍ପତ୍ତି ତାଲିକା ଘୋଷଣା କରିବା ପରେ ଦରମା ଉଠାଇ ପାରିବେ ବୋଲି କୁହାଯାଇଛି।