BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ। ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏଥର ପରେଡର ନେତୃତ୍ୱ ନେଇଥିଲେ କେସିଙ୍ଗାର ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମାଲ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ ପରେଡରେ ସାମିଲ ହୋଇଛି। ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଛି।