BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଚେନ୍ନାଇରେ ପ୍ରବଳ ବର୍ଷା।

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକଙ୍କ ଘରେ ପାଣି ପଶିଛି। ଏନେଇ ଜୀବନଯାତ୍ରା ପ୍ରଭାବିତ ହୋଇଛି। ରବିବାର ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ବନ୍ୟା ସତର୍କ ସୂଚନା ଜାରି କରାଯାଇଛି।

୨୦୧୫ ପରେ ଚେନ୍ନାଇ ଓ ଏହାର ଆଖପାଖ ଅଞ୍ଚଳରେ ଏହା ସର୍ବାଧିକ ବର୍ଷା ବୋଲି କୁହାଯାଉଛି। ଚେନ୍ନାଇ ଓ ଅନ୍ୟ ୪ଟି ଜିଲାରେ ପ୍ରବଳ ବର୍ଷା ଯୋଗୁ ଆଗାମୀ ଦୁଇଦିନ ପାଇଁ ସ୍କୁଲ୍‌ କଲେଜ ବନ୍ଦ କରାଯାଇଛି। ରବିବାର ଦିନ ତମାମ ପ୍ରବଳ ବର୍ଷା ଲାଗି ରହିଥିଲା। ଆଗାମୀ ୧୦ ଓ ୧୧ରେ ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।