BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମେ ପ୍ରଥମ ଭାଗରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା (ମାଟ୍ରିକ୍‌) ପରୀକ୍ଷାଫଳ ବାହାରିବ, ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନା

ଭୁବନେଶ୍ୱର : ମେ ପ୍ରଥମ ଭାଗରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା (ମାଟ୍ରିକ୍‌) ପରୀକ୍ଷାଫଳ ବାହାରିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ। ଆଉ ଦୁଇଦିନ ମଧ୍ୟରେ ଖାତା ଦେଖା ସରିବ। ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି ।