BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାସ୍ତାକୁ ଚାଲି ଆସିଲା ବାଘ।

ନୂଆପଡା : ନୂଆପଡା ଜିଲା ଖରିଆର ରୋଡ ରେଞ୍ଜ ହଳଦୀ ଗାଁ ନିକଟ ରାସ୍ତାରେ ବାଘ ବୁଲୁଥିବାର ଖବର ସୋମବାର ସାମ୍ନାକୁ ଆସିଛି। ଜଙ୍ଗଲ ରାସ୍ତାରେ ପାଟ୍ରୋଲିଂ ବେଳେ ବନ କର୍ମଚାରୀ କଲରାପତରିଆ ବାଘ ଦେଖିଛନ୍ତି। ଏହାସହ ଗାଁଲୋକେ ମଧ୍ୟ ବାଘ ଦେଖି ଭୟଭୀତ ହେବା ସହ ବନ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।