BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଥର ବାହାରେ ମିଳିବ ଟିକା

ନୂଆଦିଲ୍ଲୀ,୨୭।୧: ଡ୍ରଗ୍ସ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଆଣ୍ଟି-କୋଭିଡ -୧୯ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ର ନିୟମିତ ବଜାରରେ ବିକ୍ରି କରିବାକୁ ଅନୁମତି ଦେଇଛି। ମେଡିକାଲ ଷ୍ଟୋରରେ ଏହି ଟିକା ଉପଲବ୍ଧ ହେବ ନାହିଁ ବୋଲି ସୂତ୍ରରୁ ପ୍ରକାଶ। ଡାକ୍ତରଖାନା ଏବଂ କ୍ଲିନିକଗୁଡିକରୁ ଟିକା କିଣି ହେବ। ପ୍ରତି ଛଅ ମାସରେ ଡିସିଜିଆଇକୁ ଟିକାକରଣ ତଥ୍ୟ ପ୍ରଦାନ କରିବାକୁ ପଡିବ।