BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶନିବାର, ରବିବାର ୧୧ ଯୋଡ଼ା ଟ୍ରେନ ବାତିଲ।

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆସନ୍ତା ୮ରୁ ୧୬ତାରିଖ ମଧ୍ୟରେ ଶନିବାର ଓ ରବିବାର ଚାଲିବାକୁ ଥିବା ୧୧ଯୋଡି ସ୍ବତନ୍ତ୍ର ଟ୍ରେନ୍‌ ସେବା ବାତିଲ କରାଯାଇଛି। ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝର-ଭୁବନେଶ୍ୱର ବିଶେଷ ଟ୍ରେନ୍‌, ୦୮୪୨୮/୦୮୪୨୭ ପୁରୀ-ଅନୁଗୋଳ-ପୁରୀ, ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର, ୦୮୪୩୨/୦୮୪୩୧ ପୁରୀ-କଟକ-ପୁରୀ, ୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ, ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ, ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ, ୦୮୫୨୮/୦୮୫୨୭ ବିଶାଖାପାଟଣା-ରାଇପୁର-ବିଶାଖାପାଟଣା, ୦୮୪୩୩/୦୮୪୩୪ ଭୁବନେଶ୍ୱର- ପଲାସା-ଭୁବନେଶ୍ୱର, ୦୮୩୦୧/୦୮୩୦୨ ରାୟଗଡ଼ା-ସମ୍ବଲପୁର-ରାୟଗଡା ବିଶେଷ ଟେନ ଉଭୟ ପାର୍ଶ୍ୱରୁ ଆସନ୍ତା ୮,୯, ୧୫ ଓ ୧୬ ତାରିଖରେ ବାତିଲ ରହିବ। ସେହିପରି ୦୨୧୯୨/୦୨୮୯୧ ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍ୱର ସ୍ପେଶାଲ ଭୁବନେଶ୍ୱର ଠାରୁ ଆସନ୍ତା ୮,୯, ୧୫ ଓ ୧୬ ତାରିଖ ଓ ବାଙ୍ଗିରିପୋସି ଠାରୁ ଆସନ୍ତା ୯,୧୦,୧୧ ଓ ୧୭ ତାରିଖ ଦିନ ବାତିଲ ରହିବ ବୋଲି ସୂଚନା ଦିଆଯାଇଛି।