BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ୱାକ୍ ଆଣ୍ଡ ରନ୍ ଫିଜିଓ ଥେରାପି ସେଣ୍ଟର ଉଦଘାଟିତ

ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଚଳତକ୍ଷମ ରହିତ ବ୍ୟକ୍ତିମାନଙ୍କୁ ଚାଲିବା ଓ ଦୌଡ଼ିବା ପାଇଁ ସକ୍ଷମ କରାଇବା ଲକ୍ଷ୍ୟ ରଖି ଡା. ସମ୍ବିତ ଦାସ (ପିଟି) ଗୌତମ ପେଟ୍ରୋଲ ପମ୍ପ ନିକଟରେ, ବିଜେବି ନଗର, ଲୁଇସ ରୋଡ଼ଠାରେ ୱାକ୍ ଆଣ୍ଡ ରନ୍ ଫିଜିଓ ଥେରାପି ସେଣ୍ଟର ଆରମ୍ଭ କରିଛନ୍ତି। ଏହି ପ୍ରତିଷ୍ଠାନକୁ ସମ୍ମାନନୀୟ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉଦଘାଟନ କରିଛନ୍ତି।

ଏହି ଉଦଘାଟନୀ ଉତ୍ସବରେ ଭୁବନେଶ୍ୱରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଅନୁଷ୍ଠାନର ସଫଳତା କାମନା କରିଥିଲେ। ଆଇନମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଉପସ୍ଥିତି ଯୁବ ଡାକ୍ତରଙ୍କୁ ଉତ୍ସାହିତ କରିବା ସହିତ ନିଜ କର୍ତ୍ତବ୍ୟ ପ୍ରତି ସଚେତନ ହେବାକୁ ପ୍ରେରଣା ଯୋଗାଇଅଛି।