BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମାଇକ୍ରୋ କମ୍ପୋଷ୍ଟ କର୍ମଚାରୀଙ୍କୁ ସାନିଟାରୀ କିଟ୍ ବଣ୍ଟନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡରେ ଥିବା ମାଇକ୍ରୋ କମ୍ପୋଷ୍ଟ ସେଣ୍ଟରରେ କାର୍ଯ୍ୟରତ କର୍ମଚାରୀଙ୍କୁ ସାନିଟାରୀ କିଟ୍ ବଣ୍ଟନ କରାଯାଇଛି । ପ୍ରୟାସ ସିଙ୍ଗଲ ଓ୍ବିଣ୍ଡୋ ଓ ସେଣ୍ଟର ଫର୍ ଆଡଭୋକେସୀ ଏବଂ ରିସର୍ଚ୍ଚ ସଂସ୍ଥାର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କର୍ପୋରେଟର ଜୟନ୍ତୀ ସାହୁ ଯୋଗଦେଇ କିଟ୍ ଗୁଡିକ ବଣ୍ଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମାଜସେବୀ ପ୍ରସନ୍ନ କୁମାର ସାହୁ, ସ୍ୱେଚ୍ଚାସେବୀ ସଙ୍ଗଠନର କର୍ମକର୍ତ୍ତା, ସାନିଟାରୀ ଇନ୍ସପେକ୍ଟର, ସ୍ୱଚ୍ଛସାଥୀ ଓ ସୁପରଭାଇଜର ମାନେ ଉପସ୍ଥିତ ଥିଲେ ।