- ସରକାରଙ୍କ ଏକ ବର୍ଷ ପୂର୍ତ୍ତି
- ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର
- ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍ଘାଟିତ
- ଜୁନ୍ ୧୮ ପର୍ଯ୍ୟନ୍ତ ଚାଲିବ
- ଏକ ବର୍ଷ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହିତ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ଗୁଡିକୁ ବାସ୍ତବତାରେ ପରିଣତ କରିଛୁ – ମୁଖ୍ୟମନ୍ତ୍ରୀ

ମାନ୍ୟବର @CMO_Odisha ଶ୍ରୀ @MohanMOdisha ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୧୮ ଜୁନ୍, ୨୦୨୫ ପର୍ଯ୍ୟନ୍ତ ଭୁବନେଶ୍ୱରର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ #BikashMela2025 ରେ @PRDeptOdisha #IEC ଷ୍ଟଲ ପରିଦର୍ଶନ କରିଥିଲେ।
ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ ଏହି… pic.twitter.com/u2j3x3FSXf— Panchayati Raj and Drinking Water Department (@PRDeptOdisha) June 11, 2025