BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆସନ୍ତା କାଲି ଏହିସବୁ ଜିଲ୍ଲାରେ ଝଡବର୍ଷା

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଉତ୍ତରପୂର୍ବ ମଧ୍ୟବର୍ତ୍ତୀ ଓ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ମଧ୍ୟମ ଧରଣର ଝଡବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୨ଟି ଜିଲାରେ ଘଡଘଡି ସହ ଝଡବର୍ଷା ନେଇ ୟେଲୋ ଓ୍ବାନିର୍ଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ରାୟଗଡା ଏବଂ କନ୍ଧମାଳ। ଏହି ସବୁ ଜିଲାରେ ବଜ୍ରପାତ ସହ ଝଡବର୍ଷା ହେବାର ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି