BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଫେବୃଆରୀ ୩ରୁ ପୁଣି ବର୍ଷା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ଏହି ଟୁଇଟ୍‌ରେ କୁହାଯାଇଛି- ପୁଣି ଆସୁଛି ପଶ୍ଚିମା ଝଡ଼ ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ଫେବୃୟାରୀ ୩ରୁ ବର୍ଷା ସମ୍ଭାବନା ରହିଛି।