BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼ ଓ ପୁରୀ।
ଅନ୍ୟପକ୍ଷେ କଟକ, ଢେଙ୍କାନାଳ ଯାଜପୁରରେ ପ୍ରବଳ ବର୍ଷାସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏସବୁ ଜିଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ଯାଏ ପବନ ବହିବା ସହିତ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।