BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ୧୩ ଜିଲ୍ଲାରେ ବର୍ଷା ପବନ

ଭୁବନେଶ୍ୱର : ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମଟର ବହିବ। ଏଥିସହ ପ୍ରବଳ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ସତର୍କ ସୂଚନା ଦିଆଯାଇଛି।