BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମେ ୫ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର : ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଜଳବାୟୁ ଓ ପରିବେଶ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି ।
ଏହି ଆଣ୍ଟି ସାଇକ୍ଲୋନିକ ପ୍ରବାହ ଓ ପାଇଁ ଅନୁକୂଳ ହୋଇଥିବା ବେଳେ କେତେକ ସ୍ଥାନରେ ବର୍ଷା ହେବା ସହ କାଳବୈଶାଖୀର ମଧ୍ୟ ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି। ଉପକୂଳ ଏବଂ ଦକ୍ଷିଣ ଓ ଜିଲା ଗୁଡ଼ିକ ବାରମ୍ବାର କାଳବୈଶାଖୀ ହେବାର ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି ।