BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଟିକେ ବଢିବ ଥଣ୍ଡା, କୁହୁଡି ହେବ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ।  ଫଳରେ ରାଜ୍ୟର ବିଭିନ୍ନ ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଗାମୀ ୫ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି । ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ କୁହୁଡି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି