BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜ୍ୟରେ କମିବ ଶୀତ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ କମିବ ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ଏଥିସହ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ, ଫେବୃୟାରୀରେ ତାପମାତ୍ରା ସ୍ବଭାବିକଠାରୁ ଅଧିକ ରହିବ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।