BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୨୫ ରୁ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ହୋଇଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ସେଲ୍‌ସିୟସ ଥିବାବେଳେ ସୁନ୍ଦରଗଡ଼ ୧୩.୫, ଝାରସୁଗୁଡ଼ା ୧୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିବ। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।