BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ପ୍ରବଳ ଥଣ୍ଡାର ପ୍ରକୋପ। ତେବେ ଆହୁରି ୨ ରୁ ୩ ଦିନ ଯାଏ ଜାଡରେ ଥରିବ ଅଧିକାଂଶ ଜିଲା। ୨ ରୁ ୩ ଦିନ ଯାଏଁ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ କମିବ। ତାପମାତ୍ରା ୩ ରୁ ୫ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୀତ ଲହରି ନେଇ ଆଜି ଓ କାଲି କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ସକାଳ ପର୍ଯ୍ୟନ୍ତ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ ,କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।